Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ସମାଜରେ କିଶୋରୀ ବାଳିକା ମାନଙ୍କ ଭୂମିକା ଜରୁରୀ, ବୋଲି ମହିଳା ଡକ୍ଟର ଙ୍କ ମତ |

03-May-2025

*ସମାଜ ରେ କିଶୋରୀ ବାଳିକାଙ୍କ ଭୂମିକା ଜରୁରୀ*  (   ଡାକ୍ତର ଚିନ୍ମୟୀ   )

ଓଡିଶା ଜନମତ,  ବୁଗୁଡ଼ା,  ଡ଼ଃ. କୁମୁଦ ଚନ୍ଦ୍ର ବେହେରା, ତା 03/05/25:
ବୁଗୁଡ଼ା ବ୍ଲକ ଅନ୍ତର୍ଗତ ପୋଚାଲୁଣ୍ଡି ମା କାଳୀ କୃଷକ ବିଦ୍ୟାପୀଠ ରେ ଏକ " କିଶୋରୀ ବାଳିକା ଶିକ୍ଷା ଆଲୋଚନା ଚକ୍ର " ବିଦ୍ୟାଳୟ ପକ୍ଷରୁ ହୋଇଥିଲା | ପ୍ରଧାନ ଶିକ୍ଷକ ରମାରଞ୍ଜନ ମିଶ୍ରଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ଆଲୋଚନା ଚକ୍ରରେ ବୁଗୁଡ଼ା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ର ଡାକ୍ତର ପଦାରବିନ୍ଦ ଷଢଙ୍ଗୀ ଓ ଡାକ୍ତର ଶ୍ରୀମତୀ ଚିନ୍ମୟୀ ସାମନ୍ତରା ସମ୍ବଳ ବ୍ୟକ୍ତି ରୂପେ ଯୋଗଦେଇ କିଶୋରୀ ବାଳିକା ଙ୍କ ଶିକ୍ଷା ଓ ସଚେତନତା ସମ୍ପର୍କ ରେ ସୂଚନା ପ୍ରଦାନ ସହ ଏମାନଙ୍କ ବୌଦ୍ଧିକ, ଶାରୀରିକ ଓ ମାନସିକ ସ୍ଵାସ୍ତ୍ୟ ସମ୍ପର୍କ ରେ ଆଲୋକପାତ କରିଥିଲା | ଡାକ୍ତର ଚିନ୍ମୟୀ ସାମନ୍ତରା ଜଣେ ସୁପ୍ରତିଷ୍ଠିତ ଡାକ୍ତର ଅଞ୍ଚଳ ରେ ସେବାର ପ୍ରତୀକ ଭାବେ ବେସ ପରିଚିତ ଏଥିରେ ଶହେ ରୁ ଉର୍ଦ୍ଧ  କିଶୋରି  ଯୋଗଦାନ କରି ସ୍ୱକୀୟ ଅନୁଭୂତି ପ୍ରଦାନ କରିଥିଲେ | ଏଥିରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ |

News Comment

You Might Also Like

BACK TO TOP