Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ରାଜ୍ୟ ସ୍ତରୀୟ ଫୋଟୋ ପ୍ରଦର୍ଶନୀ ରେ ଷ୍ଟ୍ଟୁଡ଼ିଓ ସମ୍ବର୍ଦ୍ଧିତ |

03-May-2025

ରାଜ୍ୟ ସ୍ତରୀୟ ଫୋଟ ପ୍ରଦର୍ଶନୀରେ ବାଲିଗୁଡ଼ାର ଷ୍ଟୁଡିଓ ବୁଲୁ ସମ୍ମାନିତ

ଓଡିଶା ଜନମତ,ବାଲିଗୁଡା:ସଞ୍ଜୟ କୁମାର ପାଣିଗ୍ରାହୀ: ତା, ୦୩/୦୫: ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବାବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ । ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ‘ବିଶ୍ୱ ପ୍ରେସ ଦିବସ’ ଅବସରରେ ଆୟୋଜିତ ହୋଇଯାଇଛି ଦୁଇଦିନିଆ ରାଜ୍ୟ ସ୍ତରୀୟ ଫଟୋ ପ୍ରଦର୍ଶନୀ - ୨୦୨୫। ଭୁବନେଶ୍ୱର ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ଏହି ଫଟୋ ପ୍ରଦର୍ଶନୀକୁ ବରିଷ୍ଠ ବିଜେପି ନେତା ଜଗନ୍ନାଥ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମର କଥାବସ୍ତୁ ରହିଥିଲା “ପ୍ରେସ୍ ଫର୍ ଦ ପ୍ଲାନେଟ୍” । ପରିବେଶ ସଚେତନତା ଏବଂ ସ୍ଥାୟୀତାକୁ ପ୍ରୋତ୍ସାହିତ କରିବାରେ ଏକ ମୁକ୍ତ ପ୍ରେସର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଆକର୍ଷଣୀୟ ଫଟୋଚିତ୍ର ମାଧ୍ୟମରେ ଏହି ପ୍ରଦର୍ଶନୀରେ ପ୍ରେସ୍ ସ୍ୱାଧୀନତା ଏବଂ ଧରାପୃଷ୍ଠର ସୁରକ୍ଷା ଉପରେ ମହତ ବାର୍ତ୍ତା ଦିଆଯାଇଥିଲା ।ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡାର ସୁରେନ୍ଦ୍ର କୁମାର ବେହେରା (ବୁଲୁ ) ଏଥିରେ ଅଂଶ ଗ୍ରହଣ କରି ୫ ଟି ଫଟୋ ରୁ ୪ ଟି ଫଟୋ ସ୍ଥାନ ପାଇ ଅତିଥି ମାନଙ୍କ ଠାରୁ ମାନପତ୍ର ଓ ଟ୍ରଫି ଗ୍ରହଣ କରିଛନ୍ତି I ସମଗ୍ର କନ୍ଧମାଳ ଜିଲା ରୁ ସୁରେନ୍ଦ୍ର ଜଣେ ମାତ୍ର ସମ୍ମାନିତ ହୋଇଥିବାରୁ ଜିଲ୍ଲା ପାଇଁ ଗୌରବ ଆଣିପାରି ଛନ୍ତି l ଏ ନେଇ ସବୁ ମହଲ ରୁ ଶୁଭେଚ୍ଛା ର ସୁଅ ଛୁଟିବାରେ ଲାଗିଛି।

News Comment

You Might Also Like

BACK TO TOP