Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ର ମାଟ୍ରିକ ପରୀକ୍ଷା ରେ ଶତ ପ୍ରତିଶତ ସଫଳତା |

03-May-2025

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁ ମନ୍ଦିର ର ମାଟ୍ରିକ ପରୀକ୍ଷାରେ ଶତପ୍ରତିଶତ ସଫଳତା, 

                     ଓଡିଶା  ଜନମତ ବ୍ୟୁରୋ,

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଶିକ୍ଷା ବର୍ଷ2024-25 ରେ ମୋଟ 31ଜଣ  ଛାତ୍ର, ଛାତ୍ରୀ ପରୀକ୍ଷା ଦେଇଥିଲେ| ଏଥିରେ A1-01,A2-05,B1-15,B2-07,C-03 ଜଣ କୃତୀତ୍ବ ହାସଲ କରିଛନ୍ତି| କୃତୀ ଛାତ୍ର ଛାତ୍ରୀଙ୍କୁ ବିଦ୍ୟାଳୟ ର ସମ୍ପାଦକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ବେହେରା, କୋଷାଧ୍ଯକ ଶ୍ରୀଯୁକ୍ତ ରାଜକିଶୋର ସାସମଲ, ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡାକୁଆ ପୁରସ୍କାର ପ୍ରଦାନ କରି ଉତ୍ସ|ହିତ କରିଥିଲେ ‌ | ଏଥୁରେ ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ| ଶିଶୁ ଭାଇ ଓ ଭଉଣୀ ଗୁରୁଜୀ ଗୁରୁମା ଙ୍କ କାର୍ଯ୍ୟଦକ୍ଷତା ଓ ସ୍ନେହ ଶ୍ରଦ୍ଧା ବିଷୟ ରେ ଅତିସୁନ୍ଦର ଭାବରେ ବର୍ଣ୍ଣନା କରିଥିଲେ ଓ ନିଜର ଅନୁଭୂତି ଉପସ୍ଥାପନ କରିଥିଲେ | ଏହି ଅନୁଷ୍ଠାନ ସମସ୍ତ ଙ୍କ ସହଯୋଗ ରେଛାତ୍ର, ଛାତ୍ରୀ ମାନେ ପ୍ରତିବର୍ଷ  ଏହିପରି ସଫଳତା  ପ୍ରଦାନ କରିଥାନ୍ତି | ଯାହାକି ଅନ୍ୟ ଅନୁଷ୍ଠାନ ଅପେକ୍ଷା ଯଥେଷ୍ଟ ବେଶୀ ରହୁଛି | ସେଥିପାଇଁ ଅଭିଭାବକ ମାନେ ଗୁରୁଜୀ ଗୁରୁମାଙ୍କୁ ସର୍ବ ଶ୍ରେୟ ପ୍ରଦାନ କରିଥାନ୍ତି |

News Comment

You Might Also Like

BACK TO TOP