Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ଆସନ୍ତା ଆଠ ତାରିଖରେ ଗଞ୍ଜାମ ପୁରୁଷୋତ୍ତମପୁର ଆସିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ |

04-May-2025

ଆସନ୍ତା ୮ ତାରିଖ ରେ ଗଞ୍ଜାମ ଜିଲା ପୁରୁଷୋତ୍ତମ ପୁର ବ୍ଳକ ଗାଙ୍ଗ ଦହଣୀ ଗ୍ରସ୍ତରେ ଆସିବେ ଓଡ଼ିଶାର  ମୁଖ୍ୟମନ୍ତ୍ରୀ ।

                     ଓଡିଶା   ଜନ ମତ   ବ୍ୟୁରୋ, 

ଆସନ୍ତା ଆଠ ତାରିଖ ରେ ମାନ୍ୟବର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଳକ ଅନ୍ତର୍ଗତ ଗାଙ୍ଗଦହଣୀ  ପଞ୍ଚାୟତ ଗ୍ରାସ୍ତ କରିବାର କାର୍ଯ୍ୟକ୍ରମ ରହିଛି | ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ  ପ୍ରସ୍ତୁତି ବ୍ୟବସ୍ତା ଯୁଦ୍ଧ କାଳୀନ ଭିତିରେ କରା ଯାଉ ଥିବାର ସୂଚନା ମିଳୁଛି  |

ମଳିଥିବା ଖବର ପ୍ରକାରେ, ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ  ଗାଙ୍ଗଦହଣୀ ଗ୍ରାମରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ସମାରୋହ ପାଳନ ହେବାକୁ ଯାଉଛି | ଏହି କାର୍ଯ୍ୟକ୍ରମ ରେ ମୁଖ୍ୟମନ୍ତ୍ରୀ ଯୋଗଦେବା ର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତିଭୂଷଣ ଯେନା, ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ ଓ ଜିଲାର ସମସ୍ତ ବିଧାୟକ ମଧ୍ଯ ଯୋଗଦେବେ | ସେଥିପାଇଁ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ସଂଯୋଜନାରେ ବିଦ୍ୟାଳୟ ପରିସର ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା | ଏହାସହିତ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଆସି  ପାରିପାର୍ଶିକସ୍ଥିତି ଓ ଭିତିଭୂମିର ସମୀକ୍ଷାକରି ବିଭାଗୀୟ ଅଧିକାରୀ ଓ ଆଇନ ଶୃଙ୍ଖଳା ଅଧିକାରୀ ଙ୍କୁ ବିଭିନ୍ନ ପରାମର୍ଶ ଦେଇଛନ୍ତି। ସେମାନେ ହେଲେ ଜିଲା ମୁଖ୍ୟ କାର୍ଯ୍ୟନିର୍ବାବାହୀ ଅଧୂକାରୀ ମଧୂମିତା, ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା, ବିଡିଓ ଶରତକୁମାର ପାତ୍ର,ଏବିଡିଓ ନିରାକାର ଯେନା, ଜିଲା ଶିକ୍ଷାଅଧୂକାରୀ ଅଜୟକୁମାର ପାତ୍ର, ବ୍ଲକ ଶିକ୍ଷାଅଧୂକାରୀ କିଶୋରକୁମାର ବେହେରା, ପ୍ରଧାନଶିକ୍ଷୟିତ୍ରୀ ଅନୁକମ୍ପା କାନୁନଗୋଙ୍କ ସହିତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ସ୍କୁଲର ପୁରାତନ ଛାତ୍ର, ଛାତ୍ରୀ ଏବଂ ଉପସ୍ଥିତ ଛାତ୍ର, ଛାତ୍ରୀ, ଓ ଜନପନିଧୂମାନେ ଉପସ୍ଥିତ ଥିଲେ। ଏହି ବିଦ୍ୟାୟଲୟ ଟି ପ୍ରାକସ୍ବାଧୀନତା କାଳରେ ୨୮.୧୦.୧୯୨୫ ମସିହାରେ ପ୍ରତିଷ୍ଠା ଲାଭକରିଥିଲା।ଏବଂ ଏହାର ସତବାର୍ଷିକୀ  ପାଳନ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ହାତରେ କରାଯିବାକୁ ବ୍ୟବସ୍ତା ସ୍ଥିରୀକୃତ ହୋଇ ଥିଲା ବେଳେ ମୁଖ୍ୟମନ୍ତ୍ରୀ ମଧ୍ୟ  ଏହାକୁ ସ୍ୱୀକୃତି ଦେଇ ଥିଲେ | ଯାହା ଆଗାମୀ ଆଠ ତାରିଖ ଦିନ କାର୍ଯ୍ୟ କାରି ହେବ  |

News Comment

You Might Also Like

BACK TO TOP