Breaking News

ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||     

ପୋଲସରା ସ୍ୱାମୀ ବିବେକା ନନ୍ଦ ଯୁବକ ସଙ୍ଘ ତରଫରୁ 10ମ ଶ୍ରେଣୀ ବ୍ଳକ ଟପର ଛାତ୍ରୀ ଲିଜା ଜେନା ଙ୍କୁ ସମ୍ବର୍ଦ୍ଧିତ ||

04-May-2025

ସ୍ଵାମୀ ବିବେକାନନ୍ଦ ଯୁବ ସଂଘ ପୋଲସରା ପକ୍ଷରୁ ୧୦ମ ଶ୍ରେଣୀ ବ୍ଲକ୍ ଟପର ଛାତ୍ରୀ ଲିଜା ଜେନାଙ୍କୁ ସମ୍ବର୍ଦ୍ଧନା।
_
 ଓଡିଶା ଜନମତ,ପୋଲସରା, ସନ୍ତୋଷ କୁମାରପଣ୍ଡା

,ତା.୦୪/୦୫/୨୦୨୫:

ଚଳିତ ବର୍ଷ ୨୦୨୪-୨୫ ଦଶମ ଶ୍ରେଣୀ ପରୀକ୍ଷାରେ ୫୬୦ ନ° ରଖି ପୋଲସରା ବ୍ଲକ୍ କଳମ୍ବ ଗ୍ରାମସ୍ଥିତ ପୁରୁଷୋତ୍ତମ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ସୁଶ୍ରୀ ଲିଜା ଜେନା ବ୍ଲକରେ ଶୀର୍ଷ ସ୍ଥାନ ଅଧିକାର କରି ନିଜର ଗ୍ରାମ ଜେନାପୁର ସହ ଜକର ଗ୍ରାମ ପଞ୍ଚାୟତ ସମେତ ଉକ୍ତ ବିଦ୍ୟାଳୟ ଏଵଂ ସମଗ୍ର ପୋଲସରା ବ୍ଲକର ଗୌରବ ବଢ଼ାଇଥିବାରୁ ଅଞ୍ଚଳର ଏକ ମାତ୍ର ଅଗ୍ରଣୀ ବିବେକାନନ୍ଦ ଯୁବ ସଂଘ ତରଫରୁ ତାଙ୍କର ନିଜସ୍ଵ ଗ୍ରାମ ଜେନାପୁର ସ୍ଥିତ ବାସଗୃହରେ ଛାତ୍ରୀଙ୍କୁ  ଉତ୍ତରୀୟ, ପୁଷ୍ପଗୁଚ୍ଛ ସହ ସ୍ଵାମୀବିବେକାନନ୍ଦଙ୍କ ଫଟୋଚିତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ଦିଆଯିବାସହ ତାଙ୍କର ଆଗାମୀ ଭବିଷ୍ୟତ ଉଜ୍ଜ୍ୱଳ ଶୁଭକାମନା କରାଯାଇଛି। ଏହି ସମୟରେ ଛାତ୍ରୀଙ୍କ ମାତା ଟିକିନା ଜେନା ଓ ପିତା ତପନ କୁମାର ଜେନାଙ୍କ ସମେତ ପରିବାର ସଦସ୍ୟ/ସଦସ୍ୟାମାନେ ଉପସ୍ଥିତ ଥିବାବେଳେ
ସଂଘର ଶିବନାରାୟଣ ପ୍ରଧାନ, ଦେବେଶ କୁମାର ସାହୁ, ନାରାୟଣ ସାହୁ, ଶଙ୍କର୍ଷଣ ପ୍ରଧାନ, ନୀରଞ୍ଜନ ସାହୁ, ବରିଷ୍ଠ ସାମ୍ବାଦିକ ସନ୍ତୋଷ କୁମାର ପଣ୍ଡା ଏବଂ ସାଗର ଜେନା ପ୍ରମୁଖ ସଦସ୍ୟମାନେ ଉପସ୍ଥିତ ରହି ସମ୍ବର୍ଦ୍ଧନା ଦେଇଥିଲେ। ସଂଘର ଏଭଳି ଉତ୍ସାହିତ କାର୍ଯ୍ୟକୁ ନେଇ ଗ୍ରାମରେ ପ୍ରଶଂସା କରାଯାଇଛି।
 
News Comment

You Might Also Like

BACK TO TOP