Breaking News

ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||     

ପୁରୁଷୋତ୍ତମପୁର ବ୍ଳକ ଭୀମପୁର ଗ୍ରାମ ର ଛାତ୍ର ଙ୍କ ନୀଳକଣ୍ଠ ନଗର ସରସ୍ବତୀ ଶିଶୁମନ୍ଦିର ରେମେଟ୍ରିକ ରେ 93%ମାର୍କ ରଖି ବ୍ଳକ ପାଇଁ ଗୌରବ ଆଣିଛନ୍ତି |

04-May-2025

ଭୀମପୁର ଗ୍ରାମର ଛାତ୍ର ନୀଳକଣ୍ଠ ନଗର ସରସ୍ବତୀ ଶିଶୁମନ୍ଦିର ରେ ମେଟ୍ରିକରେ    ଶତକଡା 93 %ମାର୍କ ରଖି ଗୌରବ ଆଣିଛନ୍ତି |

                ଓଡିଶା ଜନ ମତ ବ୍ୟୁରୋ,

ପୁରୁଷୋତ୍ତମପୁର ବ୍ଲକ ନିକଟସ୍ଥ ଭୀମପୁର ଗ୍ରାମର ଛାତ୍ର ରୁଦ୍ରସୁମନ୍ ପାଢ଼ୀ ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ୫୬୦(୯୩.୩୩%) ମାର୍କ ରଖି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି । ସେ ନୀଳକଣ୍ଠ ନଗର ସରସ୍ଵତୀ ବିଦ୍ୟା ମନ୍ଦିରର ଛାତ୍ର ଅଟନ୍ତି । ରୁଦ୍ରସୁମନ୍ କହିଛନ୍ତି ସେ ଦିନକୁ ୭ ରୁ ୮ ଘଣ୍ଟା ପରିଶ୍ରମ କରନ୍ତି ।ସେ ସଫଳତା ର ଶ୍ରେୟ ପିତା ସନ୍ତୋଷ କୁମାର ପାଢ଼ୀ,ମାତା ପ୍ରଣୀତା ପାଢ଼ୀ,ବିଦ୍ୟାମନ୍ଦିର ର ଗୁରୁଜୀ,ଗୁରୁମା ଏବଂ କକା ସୁଶାନ୍ତ କୁମାର ପାଢ଼ୀ ଯିଏକି ପୁରୁଷୋତ୍ତପୁର ଅଞ୍ଚଳର ଜଣାଶୁଣା ଶିକ୍ଷାବିତ୍ ତଥା ପାଢ଼ୀ ଶିକ୍ଷାକେନ୍ଦ୍ରର ପ୍ରତିଷ୍ଠାତା ଙ୍କୁ ଦେଇଛନ୍ତି ।ସେ କହିଛନ୍ତି ଏହି ଦଶମ ପରୀକ୍ଷାର ମାର୍କ ଆମ ପରିବାରରେ ଖୁସି ଆଣିଛି ।ରୁଦ୍ରସୁମନ ଭବିଷ୍ୟତ ରେ ଏକ IIT ଇଞ୍ଜିନିୟର ହେବାକୁ ଲକ୍ଷ୍ୟ ରଖିଛନ୍ତି ।

News Comment

You Might Also Like

BACK TO TOP