Breaking News

ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||     

ସମାଜ ସେଵୀ, ତଥା ରାଜନେତା, ଶିକ୍ଷାବିତ ବିଷ୍ଣୁ ପ୍ରସାଦ ନାୟକଙ୍କ ଉଦ୍ଦେଶ୍ୟରେ ସ୍ମୃତି ଚାରଣ ସଭା ଅନୁଷ୍ଠିତ |

05-May-2025

ସମାଜ ସେଵୀ ତଥା ରାଜ ନେତା ବିଷ୍ଣୁ ପ୍ରସାଦ ନାୟକଙ୍କ ଉଦ୍ଦେଶ୍ୟରେ ସ୍ମୃତିସଭା ଅନୁଷ୍ଠିତ|

                        ଓଡିଶା ଜନମତ ବ୍ୟୁରୋ,

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ବୁରୁଝରୀ ଗ୍ରାମର ବିଶିଷ୍ଠ ରାଜନେତା, ସମାଜସେବୀ ତଥା ବଲ୍ଲଭ ନାୟକ ଉଚ୍ଚ ବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତ ବିଷ୍ଣୁ ପ୍ରସାଦ ନାୟକଙ୍କ ଦ୍ଵାଦଶାହ ଦିବସ ଉପଲକ୍ଷେ ଉଦ୍ଧେଶ୍ୟରେ ଏକ ସ୍ମୃତି ସଭା ସ୍ଥାନୀୟ ବଲ୍ଲଭ ନାୟକ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ତ୍ରିନାଥ ନାହାକଙ୍କ ସଂଯୋଜନାରେ ଆୟୋଜିତ ଏହି ସ୍ମୃତି ସଭାରେ ସ୍ୱର୍ଗତ ନାୟକଙ୍କ ଦୁଇ ସୁପୁତ୍ର ଦେବାଶିଷ ନାୟକ, ଅଭିଷେକ ନାୟକଙ୍କ ସମେତ ଆଖପାଖ ତଥା ବେଗୁନିଆପଡା ଅଞ୍ଚଳରୁ ଶହ ଶହ ଶୁଭେଛୁ, ବନ୍ଧୁ ପରିଜନ, ସାଙ୍ଗ ସାଥ୍‌ ଯୋଗଦେଇ ସ୍ୱର୍ଗତ ନାୟକଙ୍କ ଉଦ୍ଦେଶ୍ୟରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜଣାଇବା ସହିତ ଅମର ଆତ୍ମାର ସଦଗତି କାମନା କରିଥିଲେ । ସ୍ୱର୍ଗତ ନାୟକ ଏକାଧାରରେ ଜଣେ ଶିକ୍ଷାବିତ,ସମାଜସେବୀ ତଥା ଅନେକ ଗରୀବ ଲୋକଙ୍କ ଅସମୟର ବନ୍ଧୁ ଭାବେ ପରିଚିତ ଥିଲେ । ତେଣୁ ତାଙ୍କର ଅକାଳ ବିୟୋଗ ଅଞ୍ଚଳ ପାଇଁ ନିହାତି ଏକ ଅପୂରଣୀୟ କ୍ଷତି ବୋଲି ଦୁଃଖ ଭରା କଣ୍ଠରେ କହୁଥିଲେ ଉପସ୍ଥିତ ସମସ୍ତ ବ୍ୟକ୍ତି ବିଶେଷ । ଏହି ଶୋକାକୁଳ ଶ୍ରଦ୍ଧାଞ୍ଜଳି ସଭାରେ ମଞ୍ଚାସିନ ବ୍ୟକ୍ତି ମାନଙ୍କ ମଧ୍ୟରେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ, କୋଦଳା ନଗରପାଳ ସୂର୍ଯ୍ୟ ନାରାୟଣ ନାୟକ, ପୂର୍ବତନ ବିଧାୟିକାଲତିକାପ୍ରଧାନ,ବେଗୁନିଆପଡା ବ୍ଲକ ଅଧ୍ଯକ୍ଷା ପ୍ରତିନିଧୂ ଦୁର୍ଯ୍ୟୋଧନ ଗୌଡ଼, ଅବସରପ୍ରାପ୍ତ ପ୍ରଶାସକ ସୀତାରାମ ଶତପଥ୍, ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀର ମହା ସଚିବ ଦଣ୍ଡପାଣି ମହାପାତ୍ର, ସମାଜସେବୀ ଚିତ୍ରସେନ ପରିଡା, ବିଭୁତି ପାଣ୍ଡୀ,ସ୍ଥାନୀୟ ସରପଞ୍ଚ ବିନୋଦ ଚନ୍ଦ୍ର ଜେନା, ଶିକ୍ଷକ ସୁରେନ୍ଦ୍ର ପ୍ରଧାନ, ଗୌରାଙ୍ଗ ମାହାନ୍ତି, ଭାଗବତ ମାହାନ୍ତି, ତାରା ପ୍ରସାଦ ଶତପଥ୍, ସୂବଳ ପାତ୍ର, ଯୁଧିଷ୍ଠିର ପ୍ରଧାନ, ଜଗନ୍ନାଥ ମହାନ୍ତି, ପ୍ରଦୀପ ମହାନ୍ତି, ସିମାଞ୍ଚଳ ବେହେରା, ସୁବାସ ବିଶ୍ଵାଳ, ଦିଗାମ୍ବର ପାଣିଗ୍ରାହୀ, ନୀଳକଣ୍ଠ ଦାଶ, ଦିଲ୍ଲୀପ ଜେନା, ବାବାଜୀ ସିଂ,ପାଣୁ ସାହୁ, ମିଟୁ ଗୌଡ଼ ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ନାୟକଙ୍କ ସ୍ମୃତି ଚାରଣ କରିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଉପସ୍ଥିତ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ସ୍ୱର୍ଗତ ନାୟକଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ଦ୍ଵୀପ ପ୍ରଜ୍ଜଳନ କରିଥିଲେ । ପରେ ସ୍ୱର୍ଗତ ନାୟକଙ୍କ ଅମର ଆତ୍ମାକୁ ସ୍ମରଣ ପୂର୍ବକ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ସ୍ୱର୍ଗତ ନାୟକଙ୍କ ସ୍ମୃତି ଉଦ୍ଧେଶ୍ୟରେ ଗୀତ ଗୋବିନ୍ଦ ଭଜନ ସନ୍ଧ୍ୟା ପକ୍ଷରୁ ଏକ ଭଜନ ସମାରୋହ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି ଭଜନ ସମାରୋହରେ ବିଶିଷ୍ଠ ତବଲା ବାଦକ ବାବୁଲା ମାହାନ୍ତି, ପ୍ରସାଦ ରଥ, ପ୍ରମୋଦ ପାଣିଗ୍ରାହୀ ଙ୍କ ସମେତ ବିଶିଷ୍ଟ କୁନିକୁନି ପ୍ରତିଭା ଯୋଗଦେଇ ସଂଗୀତ ଗାନ କରିଥିଲେ । ପ୍ରକାଶ ଚନ୍ଦ୍ର ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ  |

News Comment

You Might Also Like

BACK TO TOP