Breaking News

ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||     

ବିଦାୟୀ ଶିକ୍ଷକ ଙ୍କୁ ସମ୍ବର୍ଦ୍ଧନା,

05-May-2025

ବିଦାୟୀ ଶିକ୍ଷକଙ୍କୁ ସମ୍ବଦ୍ଧନା, 

ଓଡିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା, ତା -05/05/25:

କଳମ୍ବ ପୁରୁଷୋତ୍ତମ ଉଚ୍ଚ ବିଦ୍ୟାଳୟ ଠାରେ ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଦୟାନିଧୂ ଦାଶଙ୍କ ନିମନ୍ତେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ପ୍ରଧାନଙ୍କ ପୋରୋହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ବିଦାୟୀ ଶିକ୍ଷକ ଦୟାନିଧୂ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥ୍‌ ଭାବରେ ପୂର୍ବତନ ପ୍ରଧାନ ଶିକ୍ଷକ ପ୍ରଭାକର ପ୍ରଧାନ, ପର୍ଶୁରାମ ପ୍ରଧାନ, ନୋଡ଼ାଲ୍ ୟୁପି ସ୍କୁଲ୍ ପ୍ରଧାନ ଶିକ୍ଷକ ଅମିତାଭ ମିଶ୍ର, ଅନ୍ୟାନ୍ୟ ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ଓ କର୍ମଚାରୀବୃନ୍ଦ ଯୋଗ ଦେଇ ଅବସରପ୍ରାପ୍ତି ଶିକ୍ଷକଙ୍କୁ ସମ୍ବଦ୍ଧନା ଜ୍ଞାପନ କରିଥିଲେ। ଏହି ଅବସରରେ ସରପଞ୍ଚ ପ୍ରତିନିଧୂ ସୁସିତ ସାହୁ, ପୂର୍ବତନ ଛାତ୍ର କୁଳମଣି ସାହୁ, ଜୟନ୍ତ କୁମାର ସାହୁ, ନିକୁଞ୍ଜ କୁମାର ସାହୁ, ମହାଲକ୍ଷ୍ମୀ ପ୍ରଧାନ, ସୁଲତା କୁମାରୀ ପ୍ରଧାନ, ହରିହର ପ୍ରଧାନ, ଯୁଧୂଷ୍ଠିର ଜେନା ପ୍ରଭୃତି ଶିକ୍ଷାପ୍ରମୀ ବ୍ୟକ୍ତିତ୍ବଙ୍କ ସମେତ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହି ବିଦାୟୀ ଶିକ୍ଷକଙ୍କୁ ସମ୍ମାନିତ କରିଥିଲେ । କାର୍ଯ୍ୟକ୍ରମ ମଧ୍ଯରେ ଚଳିତ ବର୍ଷର ମେଟ୍ରିକ୍ ପରୀକ୍ଷା ବ୍ଳକ୍ ଟପ୍ସର୍‌ ଲିଜା ଜେନା ଏବଂ ଗତବର୍ଷର ବିଦ୍ୟାଳୟ ଟପୃର୍‌ ଅଦ୍ଵୈତ ସାହୁଙ୍କୁ ମଧ୍ୟ ବେଷ୍ଟ୍ ଅଲ୍ ରାଉଣ୍ଡର୍ ଟ୍ରଫି ସହିତ ଆର୍ଥକ ପୁରସ୍କାର ଦ୍ବାରା ସମ୍ବନ୍ଧିତ କରି ସେମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରାଯାଇଥିଲା ।
ଉତ୍ସବ ପରିଚାଳନାରେ ପ୍ରଭାକର ପଲେଇ, ନୀଳକାନ୍ତି ଦାସ, ପ୍ରିୟରଞ୍ଜନ ଜାଲି, ଗୌରୀ ସେଠୀ, ରୀତାଞ୍ଜଳି ସାହୁ, ଅଙ୍କିତା କୁମାରୀ ବେହେରା, ନିବେଦିତା ସାହୁ, ନିକୁଞ୍ଜ ସାହୁ ପ୍ରଭୃତି ଶିକ୍ଷକ ଓ କର୍ମଚାରୀ ସ‌ହଯୋଗ କରିଥିଲେ । ଉପସ୍ଥିତ ଛାତ୍ରଛାତ୍ରୀମାନେ ଉଚ୍ଛୁସିତ ସମ୍ବଦ୍ଧନା ପ୍ରଦାନ କରି ବିଦାୟୀ ଶିକ୍ଷକଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରିଥିଲେ  |

News Comment

You Might Also Like

BACK TO TOP