Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ପୋଲସରା ବସଷ୍ଟାଣ୍ଡ ର ସ୍ଥିତି ଅନୁଧ୍ୟାନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |

06-May-2025

ପୋଲସରା ବସଷ୍ଟାଣ୍ଡର ସ୍ଥିତି ଅନୁଧ୍ୟାନ କଲେ ମନ୍ତ୍ରୀ,

ଓଡିଶାଜନମତ,ପୋଲସରା ,  ସନ୍ତୋଷକୁମାରପଣ୍ଡା,
୬/୫/୨୫ : 
ପୋଲସରା ନୂତନ ବସଷ୍ଟାଣ୍ଡ ନିର୍ମାଣର ଅଗ୍ରଗତି ଓ ସ୍ଥିତ ଅନୁଧ୍ୟାନ କରିବା ପାଇଁ  ମଇ ୫ ତାରିଖ ଅପରାହ୍ନରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଗୋକୁଳାନନ୍ଦ ମଳିକ ପରିଦର୍ଶନ କରିଥିଲେ। ୨୦୨୪ ମାର୍ଚ୍ଚ ୧୨ ତାରିଖରେ ଆମ ବସଷ୍ଟାଣ୍ଡ ନିର୍ମାଣ ସକାଶେ ୫,୮୯,୪୬,୫୩୭ (ପାଞ୍ଚ କୋଟି,ଅଣାନବେ ଲକ୍ଷ,ଛୟାଳଶି ହଜାର, ପାଞ୍ଚ ଶହ ଶତତିରିଶି ଟଙ୍କା) ବ୍ୟୟରେ ଓଡ଼ିଶା ଷ୍ଟେଟ ପୋଲିସ ହାଉସିଙ୍ଗ ୱେଲଫେର କର୍ପୋରେସନ ଲିମିଟେଡ ସଂସ୍ଥା ନେଇଥିବା ବେଳେ ଜବର ଦଖଲ ଯୋଗୁଁ ଏକ ବର୍ଷରୁ ଉର୍ଦ୍ଧ୍ବ ସମୟ ବିତି ଯାଇଥିଲେ ମଧ୍ୟ କାର୍ଯ୍ୟ ଆରମ୍ଭ ହୋଇନଥିଲା। ନୂତନ ଭାବେ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କୈଳାଶ ଚନ୍ଦ୍ର ଜେନା କାର୍ଯ୍ୟଭାର ଗ୍ରହଣ ପରେ ବାରମ୍ବାର ପାରିଷଦ ବୈଠକ ଡାକି ଆଲୋଚନା କରିବା ସହ ମନ୍ତ୍ରୀ ଓ ବ୍ୟବସାୟୀ ସଙ୍ଗଠନ ସହ ଆଲୋଚନା କରି ଜବର ଦଖଲ ଉଚ୍ଛେଦ କରି ବସଷ୍ଟାଣ୍ଡ କାର୍ଯ୍ୟ ଆରମ୍ଭ ପାଇଁ ପଥ ପରିଷ୍କାର କରିଥିଲେ। ସୋମବାର ଅପରାହ୍ନରେ ମାନ୍ୟବର ମନ୍ତ୍ରୀ ଗୋକୁଳାନନ୍ଦ ମଳିକ ନିର୍ମାଣାଧୀନ ନୂତନ ବସଷ୍ଟାଣ୍ଡକୁ ପରିଦର୍ଶନରେ ଯାଇଥିବା ବେଳେ ପୋଲସରା ଏନଏସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଜେନା, ପୋଲସରା ତହସିଲଦାର ଦୀପ୍ତିମୟୀ ପାତ୍ର, ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP