Breaking News

ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||     

ପୋଲସରା ମଧୁପଲୀ ଗ୍ରାମରେ ଷଣ୍ଢ ଆକ୍ରମଣ ରେ ଜଣେ ମୃତ, ତିନି ଆହତ |

06-May-2025

ଷଣ୍ଢ ଆକ୍ରମଣରେ ଜଣେମୃତ ୩ଆହତ

ଓଡିଶା ଜନମତ,  ପୋଲସରା,

 ସନ୍ତୋଷ କୁମାର ପଣ୍ଡା, ୬. ୫. ୨୫ : 

ପୋଲସରା ବ୍ଲକ ମଧୁପଲ୍ଲୀ  ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ |ମଙ୍ଗଳ ବାର ଏକ ପାଗଳ ଷଣ୍ଢ ର ଆକ୍ରମଣ ରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ୩ଜଣ ଆହତ ହୋଇଛନ୍ତି |  ମୃତକ ଜଣକ ହେଲେ ମଧୁପଲ୍ଲୀ ଗ୍ରାମର ଦ୍ବିତିକୃଷ୍ଣ ପଣ୍ଡା | ଆହତମାନେ ହେଲେ ସମ୍ପୃକ୍ତ ଗ୍ରାମର ଆଲୋକ କରଣ, ଶତ୍ରୁଘନ ଜେନା ଓ ସୁନାରିବୁଗୁଡ଼ା ଗ୍ରାମର ଏସ. ଆଦିଆମ୍ମା ରେଡ୍ଡୀ |ଆହତମାନେ ପ୍ରାଥମିକ ଚିକିତ୍ସା ପରେ ଘରକୁ ଫେରିଛନ୍ତି |ଦ୍ବିତିକୃଷ୍ଣ ଙ୍କୁ  ବ୍ରହ୍ମପୁର କୁ ସ୍ଥାନାନ୍ତର କରିବା ପାଇଁ ଯୋଜନା କରୁଥୁବା ସମୟରେ ମୃତ୍ୟୁ ଘଟିଥିଲା | ସୂଚନା ଯୋଗ୍ୟ ଯେ  ଏକ ପାଗଳ କୁକୁର ଷଣ୍ଢ ଟିକୁ କାମୁଡ଼ିଥିଲା, ଯା ଫଳରେ ଷଣ୍ଢ ଟି ଲୋକମାନଙ୍କୁ ଦେଖି ଗୋଡ଼ାଇ ଆକ୍ରମଣ କରୁଛି | ସମ୍ପୃକ୍ତ ଷଣ୍ଢ ଟିକୁ ପଶୁ ଚିକିତ୍ସା ଅଧିକାରୀ ଦୃଷ୍ଟି ଦେବାପାଇଁ  ଗ୍ରାମବାସୀ ଦାବିକରିଛନ୍ତି |

News Comment

You Might Also Like

BACK TO TOP