Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ରେଗିଡି ଛକ ସ୍ଥିତ କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଅନ୍ତର୍ଜାତୀୟ ନର୍ସ ଦିବସ ପାଳିତ |

12-May-2025

କସ୍ତୁରବା ସେବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ;

            ଓଡିଶା ଜନମତ ବ୍ୟୁରୋ,

ଭାବନ୍ଧ ସ୍ଥିତ ରେଗୀଡି ଛକ ନିକଟରେ ଥିବା କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି। କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ ସେବା ଓ କର୍ତ୍ତବ୍ୟବୋଧ ବିଷୟ ରେ ସଚେତନ କରିବା ପାଇଁ ପ୍ରତିବର୍ଷ may 12 କୁ ଆନ୍ତର୍ଜାତିକ ନର୍ସ ଦିବସ ରୂପେ ପାଳିତ ହୋଇ ଆସିଛି।ଏହି ଦିବସ ର ମୁଖ୍ୟ ବିଷୟ ଥିଲା *“OUR NURSES,OUR FUTURE*..  Caring for nurses strengthens economics.” ଏହି କାର୍ଯକ୍ରମ ପ୍ରାରମ୍ଭ ରେ ନର୍ସିଂ ର ପ୍ରତିଷ୍ଠାତା _Florence Nightingale_ ଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାାଇଥିଲା । ଏହା ବ୍ୟତୀତ ଆମ୍ଭ ଅନୁଷ୍ଠାନ ର ଛାତ୍ର ଛାତ୍ରୀ ମାନେ କିଛି ଭିଡିଓ ମାଧ୍ୟମ ରେ ନିଜ କଳା ପ୍ରଦର୍ଶୀତ କରିଥଲେ । ମୁଖ୍ୟ ଅତିଥି ଭାବେ Mrs. Anusaya Pattnaik (Prof, HOD,CHN of KIIMS BBSR) , Dr. Ritanjali sahu (Principal of Ashwin College of nursing) ଏବଂ ଅନୁଷ୍ଠାନର ଅଧ୍ୟକ୍ଷା proff. ସୁଜାତା ଶତପଥୀ, ସଭାପତି Dr. ରେଣୁବାଳା ପଣ୍ଡା, ନିର୍ଦ୍ଧେଶକ Er. ସୁମନ କୁମାର ସେନାପତି, ପରିଚାଳନା ସମ୍ପାଦକ Dr. ଯଜ୍ଞ ନାରାୟଣ ଦାଶ ଓ ସମସ୍ତ ଅଧ୍ୟାପକ ଅଧ୍ୟାପିକା ସୁଦୀପ୍ତା ପ୍ରଧାନ ,ଏହି କାର୍ଯ୍ୟକ୍ରମ ର ସଂଗଠନ ସଚିବ ଯିଏ  ଉକ୍ତ ବୈଠକ କୁ ସୁଗମ କରିବାରେ ସାହାଯ୍ୟ କରି ଆନ୍ତର୍ଜାତିକ ନର୍ସ ଦିବସ ଅତି ଶୃଙ୍ଖଳିତ ଏବଂ ନିରଳ ଭାବରେ ପରିଚାଳିତ କରିଥଲେ।

News Comment

You Might Also Like

BACK TO TOP