Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ବେଗୁନିଆ କୁଞ୍ଜୁରୀ ପଞ୍ଚାୟତ ରେ ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ମିଳିତ ଅଭିଯୋଗ ଶୁଣାଣି |

13-May-2025

ବେଗୁନିଆ କୁଞ୍ଜୂରି ପଞ୍ଚାୟତ ରେ ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି  ଶିବିର ଅନୁଷ୍ଠିତ

(୨୦୦ ଅଭିଯୋଗ ଦାଖଲ::୮ ଟି ର ସମାଧାନ କଲେ ଜିଲ୍ଲାପାଳ
ଓଡିଶା ଜନମତ,ଖୋର୍ଦ୍ଧା, ଗୋପାଳକୃଷ୍ଣ ପ୍ରଧାନ,ତା -13/05/25:

ଆଜି ସକାଳ ୭ ରୁ ୧୧ ଘଟିକା ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ ବ୍ଲକ ଅନ୍ତର୍ଗତ, କୁଞ୍ଜୁରି ଗ୍ରାମ ପଂଚାୟତ  କାର୍ଯ୍ୟାଳୟ ସଭାଗୃହ ଠାରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରା଼ଣା ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥ ଙ୍କ  ମିଳିତ   ଜନ ଅଭିଯୋଗ ଶୁଣlଣି ଶିବିର ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋର୍ଦ୍ଧା ଶ୍ରୀ କିଶୋର କୁମାର ପଣ୍ଡା, ବେଗୁନିଆ ପଂଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଲକ୍ଷ୍ମୀଧର ସୁବୁଦ୍ଧି, କୁଞ୍ଜୁରୀ ଗ୍ରାମପଞ୍ଚାୟତ ସରପଞ୍ଚ  ଶ୍ରୀମତୀ ପ୍ରଣତି ସାହୁ,ବି ଡି ଓ ଶ୍ରୀମତୀ  କ୍ଷୀରାଦ୍ଵି ତନୟା ସାହୁ, ତହସିଲଦାର ଶ୍ରୀ ତାପସ କୁମାର ବିଶୀ, ଡେପୁଟି କଲେକ୍ଟର, ଅଭିଯୋଗ ଶ୍ରୀ ଆର୍ତ୍ତତ୍ରାଣ ମଲ୍ଲିକ, ସହକାରୀ ଜିଲ୍ଲାପାଳ, ଅଭିଯୋଗ, ଭୁବନେଶ୍ଵରୀ କଅଁର ଯୋଗଦେଇଥିଲେ  l ଆଜିର ଅଭିଯୋଗ ଶିବିରକୁ ମୋଟ ୨୦୦ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୧୫୭ ଗୋଟି ଅଭିଯୋଗ ବ୍ୟକ୍ତିଗତ, ୩୨ ଗୋଟି ଅଭିଯୋଗ  ଗ୍ରାମୀଣ ସମସ୍ୟା ଜନିତ ଥିଲା l ଜିଲ୍ଲାପାଳ  ଅଭିଯୋଗ ସ୍ଥଳରେ ୮ ଗୋଟି ଅଭିଯୋଗର ତୁରନ୍ତ ସମାଧାନ କରିଥିଲେ l ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କୁଂଜୁରି ଗ୍ରାମ ପଞ୍ଚାୟତର ବନିତା ଚମ୍ପତି ଙ୍କୁ ୨୫ ହଜାର, ସସ୍ମିତା ବେହେରାଙ୍କୁ  ୨୦ ହଜାର  ଏବଂ ଶୁଭମ ରଣସିଂହ ଙ୍କୁ ୧୫ ହଜାର ଲେଖାଏଁ ମୋଟ ୩ ଜଣ ଅଭିଯୋଗ କାରୀଙ୍କୁ   ସ୍ୱାସ୍ଥ୍ୟ ଚିକିତ୍ସା ନିମନ୍ତେ ୬୦ ହଜାର ଟଙ୍କା ଆର୍ଥିକ ସହାୟତା  ପ୍ରଦାନ କରିଥିଲେ l ପରେ ଜିଲ୍ଲାପାଳ ଶ୍ରୀ ରାଣା  ସମନ୍ୱିତ ଶିଶୁ ବିକାଶ ଯୋଜନା, ମିଶନ ଶକ୍ତି , ଓଡିଶା ଜୀବିକା ମିଶନ, ଗ୍ରାମୀଣ ଗୃହ, ପାନୀୟ ଜଳ, ପ୍ରାଥମିକ ଚିକିତ୍ସା ଶିବିର, ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ସ୍ବଚ୍ଛତା ଷ୍ଟଲ୍, ଉଦ୍ୟାନ କୃଷି, ମତ୍ସ୍ୟ, ଏସ ଏସ ଇ ପି ଡି , ଆୟୁଷ୍ମାନ ଆରୋଗ୍ୟ ଶିବିର ଆଦି ସଚେତନତା ଷ୍ଟଲ୍ ବୁଲି ଦେଖିଥିଲେ l ଜନଶୁଣାଣି  ଶିବିରରେ    ଅନ୍ୟ ମାନଙ୍କ ମଧ୍ୟରେ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ରାଜଶ୍ରୀ ପଟ୍ଟନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ହିଆଲ ,ଜିଲ୍ଲା ମଙ୍ଗଳ ଅଧିକାରୀ, ଡ. ଗୀତାଂଶୁ ଦାଶ, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ରୀ ଶ୍ୟାମଲେନ୍ଦୁ ନାୟକ,ଜି ପି ଡି ଓ ,ଇତିଶ୍ରୀ ବେହେରା ,ଶ୍ରମ ବିଭାଗ,ଜଳ ପରିମଳ,କୃଷି,ଶିକ୍ଷା, ଜାତୀୟ ରାଜପଥ,ଜଳସେଚନ ବିଭାଗ ର ଅଧିକାରୀଙ୍କ ସମେତ ଅନ୍ୟ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ  ମାନେ ଯୋଗ ଦେଇଥିଲେ l

News Comment

You Might Also Like

BACK TO TOP