Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପଲ୍ଲୀ ହାଟ ତରଫରୁ ଜଳ ସେବା |

14-May-2025

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପଲ୍ଲା ହାଟ ତରଫରୁ ଜଳସେବା,

ଓଡିଶା ଜନମତ,ଖୋର୍ଦ୍ଧା, ଗୋପାଳକୃଷ୍ଣ ପ୍ରଧାନ, ତା-14/05/25:

ଖୋର୍ଦ୍ଧା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପଲ୍ଲା ହାଟ ତରଫରୁ ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ପରିସରରେ ଜଳସେବା କାର୍ଯ୍ୟକ୍ରମ କରାଯାଇ ବସକୁ ଅପେକ୍ଷା କରିଥିବା ଯାତ୍ରୀ ମାନଙ୍କୁ ଦହି ସର୍ବତ ବଣ୍ଟନ କରାଯାଇଥିଲା।ପ୍ରଚଣ୍ଡ ଖରାରେ ଯାତାୟାତ କରୁଥିବା ପଥିକ ମାନେ ଓ ବସକୁ ଅପେକ୍ଷା କରିଥିବା ଯାତ୍ରୀ ମାନେ ଦହି ସର୍ବତ ପାଇ ଆଶ୍ବସ୍ତି ଲାଭ କରିଥିଲେ ବିଦ୍ୟାଳୟ ର ସମ୍ପାଦକ ଶ୍ରୀଯୁକ୍ତ ସଂଜୀବ କୁମାର ଦାଶ, ଯୁଗ୍ମ ସମ୍ପାଦକ ଶ୍ରୀଯୁକ୍ତ ବଂଶୀଧର ଦାସ ଓ ସଭାପତି ଶ୍ରୀଯୁକ୍ତ ଖଗେଶ୍ୱର ପାଲଟାସିଂହ ଓ ବିଦ୍ୟାଳୟ ର ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ରହି ସର୍ବତ ବଣ୍ଟନ କରିଥିଲେ ପ୍ରଧାନ ଆଚାର୍ଯ୍ୟ 
ଶ୍ରୀଯୁକ୍ତ ବିମଳ ଚନ୍ଦ୍ର ରାଉତରାୟ ଙ୍କ ତତ୍ୱାବଧାନ ରେ ଏହି ଜଳସେବା କାର୍ଯ୍ୟ ପରିଚାଳିତ ହୋଇଥିଲା ଏବଂ ବିଦ୍ୟାଳୟ ପକ୍ଷରୁ ଏଭଳି କାର୍ଯ୍ୟ କୁ ବିଭିନ୍ନ  ମହଲରେ ପ୍ରଶଂସା କରିଥିଲେ।

News Comment

You Might Also Like

BACK TO TOP