Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ବିଶିଷ୍ଟ କଥାକାର ଶ୍ରୀ ଶାନ୍ତନୁ ଆଚାର୍ଯ୍ୟ ଙ୍କ 93ତମ ଜୟନ୍ତୀ ପାଳିତ |

15-May-2025

ବିଶିଷ୍ଟ କଥାକାର ଶ୍ରୀ ଶାନ୍ତନୁ ଆଚାର୍ଯ୍ୟଙ୍କ ୯୩ ତମ ଜୟନ୍ତୀ ପାଳନ

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳକୃଷ୍ଣ ପ୍ରଧାନ, ତା-15/05/25:

ପ୍ରହରାଜ ପ୍ରତିଭା ପୂଜା ପରିଷଦ ତରଫରୁ ଆଜି  କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓ ଅତିବଡ଼ି ସମ୍ମାନ ପ୍ରାପ୍ତ ବିଶିଷ୍ଟ ଔପନ୍ୟାସିକ, ଗାଳ୍ପିକ ଓ ବାଗ୍ମୀ ଶାନ୍ତନୁ କୁମାର ଆଚାର୍ଯ୍ୟଙ୍କ ୯୩ତମ ଜୟନ୍ତୀ ତାଙ୍କ ସହିଦ ନଗର ସ୍ଥିତ ବାସଭବନରେ ପାଳିତ ହୋଇଥିଲା। ଏହି ଉତ୍ସବରେ ଗୋପାଳ ସ୍ମୃତି ବିଦ୍ୟାପୀଠ ପୁରାତନ ଛାତ୍ର ସଂସଦର ସଭାପତି ତଥା ପରିବେଶବିତ୍ ଶ୍ରୀ ରଘୁନାଥ ପୃଷ୍ଟି ଶ୍ରୀ ଆଚାର୍ଯ୍ୟଙ୍କର ଶତାୟୁ କାମନା କରିବା ସହ ତାଙ୍କ ବାଗ୍ମୀତା ବିଷୟରେ ଉଚ୍ଚ ପ୍ରଶଂସା କରିଥିଲେ। ଆଷାଢ଼ ସାହିତ୍ୟ ପତ୍ରିକାର ସମ୍ପାଦକ ତଥା ବିଶିଷ୍ଟ କବି ଶ୍ରୀ ପୀତାମ୍ବର ମହାପାତ୍ରଙ୍କ ସାହିତ୍ୟ କୃତି ସମ୍ବନ୍ଧରେ ଆଲୋକପାତ କରିଥିଲେ। ଗୁଜରାଟରୁ ପ୍ରକାଶିତ ପ୍ରବାସୀ ଓଡିଆ ସାହିତ୍ୟ ପତ୍ରିକା ଉତ୍କଳିକାର ସମ୍ପାଦିକା ତଥା ଗାଳ୍ପିକା ଶ୍ରୀମତୀ ଲକ୍ଷ୍ମୀପ୍ରିୟା ଓଝା ଶ୍ରୀ ଆଚାର୍ଯ୍ୟଙ୍କ ଶିଶୁ ସାହିତ୍ୟ ଓ ଗଳ୍ପ ସମ୍ବନ୍ଧରେ ଆଲୋଚନା କରିଥିଲେ। ଶିଳ୍ପଦ୍ୟୋଗୀ ସମାଜସେବୀ ଶ୍ରୀ କରୁଣାକର ପ୍ରଧାନ ପୂଜ୍ୟପୂଜାର ମହନୀୟତା ସଂପର୍କରେ ମତବ୍ୟକ୍ତ କରିଥିଲେ। ପ୍ରହରାଜ ପ୍ରତିଭା ପୂଜା ପରିଷଦର ସାଧାରଣ ସମ୍ପାଦକ ତଥା କବି ଓ ନାଟ୍ୟକାର ଶ୍ରୀ ପୀୟୂଷ ରଞ୍ଜନ ପରିଡ଼ା ଶ୍ରୀ ଆଚାର୍ଯ୍ୟଙ୍କୁ ଉତ୍ତରୀୟ ଓ ପୂଷ୍ପଗୁଚ୍ଛ ପ୍ରଦାନ ଜନ୍ମ ଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କ ଲେଖନୀ ଓ ଲିଖନର ଦୀର୍ଘତା କାମନା କରିଥିଲେ। ଉକ୍ତ ଉତ୍ସବରେ ଶ୍ରୀ ଆଚାର୍ଯ୍ୟଙ୍କ ଧର୍ମ ପତ୍ନୀ ବିଶିଷ୍ଟ ସାହିତ୍ୟିକା ଶ୍ରୀମତୀ ନିରୁପମା ଆଚାର୍ଯ୍ୟ-ଓ ବହୁ କବି ଲେଖକ,ସମାଜସେବୀ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP