Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

କେ ଲକ୍ଷ୍ମୀ ପ୍ରିୟା ରେଡି ଯୁକ୍ତ ଦୁଇ ପରୀକ୍ଷା ରେ ଗଞ୍ଜାମ ବ୍ଳକ ଟପ୍ପର |

22-May-2025

କେ. ଲକ୍ଷ୍ମୀପ୍ରିୟା ରେଡି ଗଞ୍ଜାମ କଲେଜ ଟପର,

ଓଡିଶା ଜନ ମତ, ଗଞ୍ଜାମ,ବଟ କୃଷ୍ଣ ରାଉଳ, ତା-22/05/25:
ଗଞ୍ଜାମ ମହାବିଦ୍ୟାଳୟ ର ଯୁକ୍ତ ଦୁଇ ବିଜ୍ଞାନ ବିଭାଗ ରେ କେ ଲଷ୍ମୀପ୍ରିୟା ରେଡି 457 ମାର୍କ ରଖି 76 ପ୍ରତିଶତ ନମ୍ବର ରେ କଲେଜ ଟପର ହୋଇଥିବା ଜଣାପଡିଛି l ସେ ଦାମୋଦର ପୁର ଗ୍ରାମର କେ ରାମ ଚନ୍ଦ୍ର ରେଡି ଙ୍କ କନ୍ୟା ଅଟନ୍ତି l ସେ କଲେଜର ଅଧ୍ୟାପକ ଓ ଅଧ୍ୟାପିକା ମାନଙ୍କ ଉତ୍ତମ ଶିକ୍ଷା ବ୍ୟବସ୍ଥା  ଏବଂ ଗଞ୍ଜାମ ସହରରେ ଏସ ଏମ ଟିୟୁଟରିଆଲ ରେ ଉତ୍ତମ ମାର୍ଗ ଦର୍ଶନ ଯୋଗୁଁ ଏପରି ସଫଳତା ସମ୍ଭବ ହୋଇପାରିଥିବା ସେ କହିଛନ୍ତି l ବାପା ମାଙ୍କ ଆଶୀର୍ବାଦ ପାଇଁ ଆଜି ସେ ଗଞ୍ଜାମ ଟପର ହୋଇଥିବା ପ୍ରକାଶ କରିଛନ୍ତି l ତାଙ୍କ ଏହି ସଫଳତା ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଛାର ସୁଅ ଛୁଟିଛି l

News Comment

You Might Also Like

BACK TO TOP